Good News, Words Of Life, And Gospel Songs With Indian Most Popular Languages By Number(from No.1 To No.12). //

ଓଡିଆ ଭାଷା - "ଜୀବନର ଶବ୍ଦ ଏବଂ ସୁସମାଚାର ଗୀତ" .mp4

Informações:

Synopsis

Oriya Language - "Words of Life and Gospel Songs".mp4 //ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ - ଅଧ୍ୟାୟ 131. ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।2 ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ।3 ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।4 ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।5 ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକ